କିଟ୍ ଓ କିସରେ ପାଳିତ ହେଲା ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ, ଉଦବୋଧନ ଦେଲେ ଡକ୍ଟର ଅଚ୍ୟୁତ…
ଭୁବନେଶ୍ବର(କେନ୍ୟୁଜ୍): କିଟ୍ ଓ କିସରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ପାଳନ ଅବସରରେ କିସ୍ ପରିସରରେ ଥିବା ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ କିଟ୍ ଓ କିସ୍…