ବିଧାନସଭା ପରିସରରେ ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ
ଭୁବନେଶ୍ବର: ବିଧାନସଭା ପରିସରରେ ପାଳିତ ହୋଇଯାଇଛି ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଏକ ପ୍ରାର୍ଥୀ ସଭାର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ସାଂସଦ ଅମର ପଟ୍ଟନାୟକ, ବିରୋଧୀ…