ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍ ଓ ତାଙ୍କ ପତ୍ନୀ କରୋନା ପଜିଟିଭ୍
ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ କରୋନା ପଜିଟିଭ। ତାଙ୍କ ପତ୍ନୀ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ରାଜ୍ୟପାଳ। ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଥିବେ ସେମାନେ ନିଜେ ନିଜର କରୋନା ଟେଷ୍ଟ କରାଇବାକୁ ରାଜ୍ୟପାଳ ନିବେଦନ…