ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ : ୨୦ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ ସେବା ବନ୍ଦ
ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ୨୦ ତାରିଖ ସକାଳ ୧୦ଟା ଯାଏଁ ଇଣ୍ଟରନେଟ ସେବା ବନ୍ଦ । ଆବଶ୍ୟକ ପଡ଼ିଲେ ଇଣ୍ଟରନେଟ ସେବା ବନ୍ଦ ଅବଧି ବୃଦ୍ଧି କରାଯାଇପାରେ। ଘଟଣାରେ ୩୪ ଜଣଙ୍କୁ ଗିରଫ କରାଯାଇଛି । ପୌରପାଳିକା ଅଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ବଳବତ୍ତର ରହିଛି । ସହରରେ…