ଚାଲିଛି ଗଙ୍ଗାସାଗର ମେଳା, ୬୦ ଲକ୍ଷ ଶ୍ରଦ୍ଧାଳୁ ପୂଣ୍ୟ ବୁଡ ପକାଇଛନ୍ତି
କୋଲକାତା: ସମସ୍ତ ତୀର୍ଥ ସ୍ଥାନ ଦର୍ଶନ କଲେ ଯାହା ପୁଣ୍ୟ ମିଳେ ଗଙ୍ଗା ସାଗରରେ ଥରେ ମାତ୍ର ବୁଡ ପକାଇଲେ ସମାନ ପୁଣ୍ୟ ମିଳିଥାଏ । ପୂଣ୍ୟ ତୀର୍ଥ ସ୍ଥାନ ଗଙ୍ଗାସାଗରରେ ମକର ସଂକ୍ରାନ୍ତି ଦିନ ଆଜି ୧ଟା ୧୯ ମିନିଟରୁ ୧୫ ତାରିଖ ମଧ୍ୟାହ୍ନ ୧ଟା ୧୯ ମିନିଟ ପର୍ଯ୍ୟନ୍ତ ପୂଣ୍ୟସ୍ନାନର ମାହେନ୍ଦ୍ର…