ଭୁଲିଆ ସମାଜର ଦାବି ଶୁଣିଲେ ନବୀନ, ଭୁବନେଶ୍ବରରେ ନିର୍ମାଣ ହେବ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’
ଭୁବନେଶ୍ବର(କେନ୍ୟୁଜ୍): ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି। ଏହାସହିତ…