ହାଟରେ ପଢ଼ାଯାଉଛି ପାଠ: ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ନିଆରା ଉପାୟ
ମହାମାରୀ କରୋନା ଯୋଗୁଁ ସମ୍ପୂର୍ଣ୍ଣ ବିଶ୍ୱ ଏକ ପ୍ରକାର ଠପ୍ ହୋଇଯାଇଥିବା ବେଳେ ଏଥି ଯୋଗୁ ଅନେକ ମାତ୍ରାରେ ପ୍ରଭାବିତ ହୋଇଛନ୍ତି ସରକାରୀ ବିଦ୍ୟାଳୟରେ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ। ଏଭଳି ସମୟରେ ସେମାନଙ୍କର ଗୁଣାତ୍ମକ ବିକାଶ ନିମନ୍ତେ କରାଯାଇଛି ଏକ ନୂଆ ଉଦ୍ୟମ "ଗଣିତ ହାଟ"।
ଲାଗିଛି…