ଫଳ ବୋଝେଇ ଟ୍ରକ୍ରେ ଗଞ୍ଜେଇ ଚାଲାଣ: ମାଡ଼ିବସିଲା ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ, ୩ ଗିରଫ
ଭୁବନେଶ୍ୱର: ଫଳ ବୋଝେଇ ଟ୍ରକ୍ରୁ ମିଳିଲା ୮୦୮ କିଲୋରୁ ଅଧିକ ଗଞ୍ଜେଇ । ଭୁବନେଶ୍ୱର ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତ କ୍ରିଷ୍ଣାଭରମରୁ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (DRI) । ଘଟଣାରେ ଟ୍ରକ୍ ଡ୍ରାଇଭର ସମେତ ୩ ଜଣଙ୍କୁ ଗିରଫ କରାଯାଇଛି । ଜବତ ହୋଇଥିବା ଗଞ୍ଜେଇର…