ଗାଧୋଇବାକୁ ଯାଇଥିଲେ ଦୁଇ ସାଙ୍ଗ, ପୋଖରୀରେ ବୁଡି ନାବାଳିକାଙ୍କ ମୃତ୍ୟୁ
ବ୍ରହ୍ମପୁର : ପୋଖରୀରେ ବୁଡି ଦୁଇ ନାବାଳିକା ସାଙ୍ଗ ମୃତ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତ ପତାଣ୍ଡ ଗାଁରେ ଅଘଟଣ । ସପ୍ତମ ଶ୍ରେଣୀରେ ପଢୁଥିବା ଦୁଇ ଜଣ ସାଙ୍ଗ ଗାଁ ନିକଟରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଏହି ସମୟରେ ହଠାତ୍ ଜଣେ ବୁଡ଼ିଯାଇଥିଲେ । ଯାହାକୁ…