Browsing Tag

ganjam corona death toll

ଗଞ୍ଜାମ ଜିଲ୍ଲାରେ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ ଲକ୍‌ଡାଉନ୍‌

ଗଞ୍ଜାମ : ଅଗଷ୍ଟ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ରହିବ ଗଞ୍ଜାମ ଜିଲ୍ଲା । ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ସକାଳ ୫ଟାରୁ ଦିନ ୪ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରହିବ । ଦୋକାନୀ ଓ ଗରାଖ ଉଭୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଯେଉଁ ଦୋକାନୀମାନେ…

ଗଞ୍ଜାମରେ ସଂକ୍ରମଣ ସାଙ୍ଗକୁ ବଢୁଛି ମୃତ୍ୟୁ ସଂଖ୍ୟା, ଗୋଟିଏ ଦିନରେ ୫ ଜଣ ପ୍ରାଣ ହରାଇଲେ

ଭୁବନେଶ୍ବର : ରାଜ୍ଯରେ କରୋନା ନେଲା ଆଉ ୬ ଆକ୍ରାନ୍ତଙ୍କ ଜୀବନ । ଗଞ୍ଜାମରୁ ୫ ଓ ଗଜପତିରୁ ଜଣେ କରୋନା ସଂକ୍ରମିତ ମୃତ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୯୭ରେ ପହଁଚିଛି । ତେବେ ଗଞ୍ଜାମରେ ମୋଟ ମୃତ୍ଯୁ ସଂଖ୍ଯା ୫୯ ଏବଂ ଗଜପତିରେ ୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ…

ବଢୁଛି ସଂକ୍ରମଣ ଗଡୁଛି ମୁଣ୍ଡ : ଆଜି ଆଉ ୪ ପରେ ରାଜ୍ଯରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ହେଲା ୮୩

ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ । ଏହାକୁ ମିଶାଇ ମୋଟ କରୋନା ମୃତ୍ୟୁସଂଖ୍ୟା ୮୩ରେ ପହଞ୍ଚିଲା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମରୁ ୨ ଜଣ, ଅନୁଗୁଳ ଓ ଗଜପତିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ…

କରୋନା ନେଲା ଆଉ ୪ମୁଣ୍ଡ, ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫୬ରେ ପହଞ୍ଚିଲା

ଭୁବନେଶ୍ବର: ଅନ୍ଯପଟେ ଆଜି କରୋନାରେ ଆଉ ୪ ଜଣଙ୍କ ମୁଣ୍ଡ ନେଇଛି । ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୫୬ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । ମୃତକ ଚାରିଜଣ ଗଞ୍ଜାମ ଜିଲ୍ଲାର । ଏହାକୁ ମିଶାଇ ଗଞ୍ଜାମରେ ମୋଟ ମୃତ୍ୟୁସଂଖ୍ୟା ୩୪…