Browsing Tag

ganjam coronavirus

କରୋନା ନେଲା ଆଉ ୪ମୁଣ୍ଡ, ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫୬ରେ ପହଞ୍ଚିଲା

ଭୁବନେଶ୍ବର: ଅନ୍ଯପଟେ ଆଜି କରୋନାରେ ଆଉ ୪ ଜଣଙ୍କ ମୁଣ୍ଡ ନେଇଛି । ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୫୬ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । ମୃତକ ଚାରିଜଣ ଗଞ୍ଜାମ ଜିଲ୍ଲାର । ଏହାକୁ ମିଶାଇ ଗଞ୍ଜାମରେ ମୋଟ ମୃତ୍ୟୁସଂଖ୍ୟା ୩୪…

ଗଞ୍ଜାମ ଜିଲ୍ଲାରେ ଚାରି କୋଭିଡ୍ ଯୋଦ୍ଧାଙ୍କ ମୃତ୍ୟୁ, ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସୂଚନା

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଚାରି କୋଭିଡ୍ ଯୋଦ୍ଧାଙ୍କ ମୃତ୍ୟୁ। ଏହି ୪ଜଣ ସରକାରୀ କର୍ମଚାରୀ କୋଭିଡ୍-୧୯ ରେ କାର୍ଯ୍ୟ କରି ମୃତ୍ୟୁ ଘଟିଥିବା ନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । କରୋନା ମୁକାବିଲା କରିବା ପାଇଁ ସରକାରୀ କର୍ମଚାରୀଙ୍କୁ କରୋନା ଯୋଦ୍ଧା ରୂପେ…

ଗଞ୍ଜାମରେ କରୋନା ସ୍ଥିତିକୁ ନେଇ ବଢୁଛି ଚିନ୍ତା: ଘରଠାରୁ ଏକ କିଲୋମିଟରରୁ ଅଧିକ ଦୂର ନଯିବାକୁ ଲୋକଙ୍କୁ ଅପିଲ୍‌ କଲେ…

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ କରୋନାକୁ ନେଇ ବଢୁଛି ଚିନ୍ତା। ପ୍ରତ୍ୟେକ ଦିନ ବୃଦ୍ଧି ପାଇବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଜିଲ୍ଲାରେ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଲାଣି । ଏହି ପରିପେକ୍ଷୀରେ ଘରଠାରୁ ଏକ କିଲୋମିଟର ରୁ ଅଧିକ ଦୂର ନଯିବାକୁ ଲୋକଙ୍କୁ ଅପିଲ୍‌…

ଗଞ୍ଜାମରେ ଆଉ ନୂଆ ୫୦ ପଜିଟିଭ୍‌ ଚିହ୍ନଟ, ଏମାନଙ୍କ ଭିତରୁ ୧୩ଜଣ କୋଭିଡ୍‌ ଯୋଦ୍ଧା ସାମିଲ୍

ଗଞ୍ଜାମ: ଗଞ୍ଜାମରେ ପୁଣି ୫୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ। ତେବେ ଏହି ଚିହ୍ନଟଙ୍କ ମଧ୍ୟରେ ୧୩ଜଣ କୋଭିଡ୍‌ ଯୋଦ୍ଧା ଥିବା ଜଣାପଡିଛି। ସମୁଦାୟ ୫୦ ନୂଆ ପଜିଟିଭଙ୍କ ଭିତରୁ ଆସ୍କାରୁ ୮ଜଣ, ବ୍ରହ୍ମପୁର ମ୍ୟୁନିସପାଲଟି କର୍ପୋରସେନରୁ ୩ଜଣ ,…

ଆଜିଠୁ ୧୦ଦିନ ଯାଏ ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ ଅଫିସ୍ ସାଧାରଣ ଲୋକଙ୍କ ପାଇଁ ବନ୍ଦ

ଗଞ୍ଜାମ: ଆଜିଠାରୁ ପରବର୍ତ୍ତୀ ୧୦ ଦିନ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ ଅଫିସ୍ ସାଧାରଣ ଲୋକଙ୍କ ପାଇଁ ମନା । ଏନେଇ ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି। ଏନେଇ ଟ୍ବିଟ୍ କରି ଜିଲ୍ଲାପାଳ ଜଣାଇଛନ୍ତି ଯେ, ଆଜି ଠାରୁ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାର…

ଜନସାଧାରଣଙ୍କୁ ଗଞ୍ଜାମ ଜିଲ୍ଲାପାଳଙ୍କ ଅନୁରୋଧ: କହିଲେ କ୍ୱାରେଣ୍ଟାଇନ୍‌ ସେଣ୍ଟରଠାରୁ ଦୂରରେ ରୁହନ୍ତୁ, ସମସ୍ତ…

ଗଞ୍ଜାମ: ଗଞ୍ଜାମରେ କୋକୁଆ ଭୟ । ଆଜି ହଠାତ୍ ୨୧ ପଜିଟିଭ ଚିହ୍ନଟ ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ । କ୍ୱାରେଣ୍ଟାଇନ୍‌ ସେଣ୍ଟର ଠାରୁ ଦୂରରେ ରହିବାକୁ ପରାମର୍ଶ ଦେଇଛନ୍ତି ଗଂଞ୍ଜାମ ଜିଲ୍ଲାପାଳ । ଓଡ଼ିଆ ଫେରନ୍ତା ହଟ୍‌ ସ୍ପଟ୍‌ ଅଞ୍ଚଳରୁ ଆସୁଛନ୍ତି । ପ୍ରଶାସନ ‘ସେମାନଙ୍କର ଉଚିତ…

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର, ସଂକ୍ରମିତ ଜଣଙ୍କ ୧୮ ବର୍ଷୀୟ ଯୁବକ

ଗଞ୍ଜାମ: ଗଞ୍ଜାମରେ ଚିନ୍ତା ବଢାଉଛନ୍ତି ସୁରତ ଫେରନ୍ତା । ଆଜି ଚିହ୍ନଟ ହୋଇଥିବା ଆଉ ଜଣେ ଆକ୍ରାନ୍ତ ସୁରତ ଫେରନ୍ତା । ଆକ୍ରାନ୍ତ ଜଣଙ୍କ ୧୮ ବର୍ଷୀୟ ଯୁବକ । ସେ ସୁରତରୁ ଫେରି କ୍ୱାରେଣ୍ଟାଇନ୍‌ରେ ଥିଲେ । ତାଙ୍କ ନମୁନା ପଜିଟିଭ୍‌ ବାହାରିଛି । ଜିଲ୍ଲାରେ ଚିହ୍ନଟ ହୋଇଥିବା ତିନି ଜଣ ଯାକ…

ଗଞ୍ଜାମ ଲାଲମେଣ୍ଟା ଗାଁକୁ ସିଲ୍‌ କଲା ପ୍ରଶାସନ, କିଛି ଲୋକ ଭୁବନେଶ୍ୱରରୁ ଏଠାକୁ ଆସିଥିବାରୁ ପ୍ରତିଷେଧକ ଭାବେ…

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଲାଲମେଣ୍ଟା ଗାଁକୁ ସିଲ୍‌ କଲା ପ୍ରଶାସନ। କରୋନା ସଂକ୍ରମଣକୁ ରକ୍ଷା କରିବା ପାଇଁ କୁକୁଡଖଣ୍ଡି ବ୍ଲକ ଅନ୍ତର୍ଗତ ମାଟିଆସାହି ଗାଁ ଚିକଟି ବ୍ଲକ ଅନ୍ତର୍ଗତ ଲାଲମେଣ୍ଟା ଗାଁକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। କିଛି ଲୋକ ଭୁବନେଶ୍ୱରରୁ ଏଠାକୁ ଆସିଥିବାରୁ…