କରୋନା ନେଲା ଆଉ ୪ମୁଣ୍ଡ, ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫୬ରେ ପହଞ୍ଚିଲା
ଭୁବନେଶ୍ବର: ଅନ୍ଯପଟେ ଆଜି କରୋନାରେ ଆଉ ୪ ଜଣଙ୍କ ମୁଣ୍ଡ ନେଇଛି । ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୫୬ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । ମୃତକ ଚାରିଜଣ ଗଞ୍ଜାମ ଜିଲ୍ଲାର । ଏହାକୁ ମିଶାଇ ଗଞ୍ଜାମରେ ମୋଟ ମୃତ୍ୟୁସଂଖ୍ୟା ୩୪…