କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ଗାଁକୁ ଚାଲ ଅଭିଯାନ
କନ୍ଧମାଳ(କେନ୍ଯୁଜ୍): କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ଗାଁକୁ ଚାଲ ଅଭିଯାନ । ପ୍ରଥମେ ଫୁଲବାଣୀର କଲ୍ୟାଣୀ ମଣ୍ଡପ ଠାରେ ବିଜେଡ଼ି କର୍ମକର୍ତା ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ପଦଧିକାରୀଙ୍କୁ ଗୁରୁମନ୍ତ୍ର ଦେଇଥିଲେ । ଆଗାମୀ ପଞ୍ଚାୟତ ନିର୍ବାଚନରେ ଦଳ କିପରି ୧୮ଟି…