ଗ୍ୟାସ ଟାଙ୍କି ଫାଟି ଘରେ ଲାଗିଲା ନିଆଁ, ମା ଓ ଦୁଇ ଝିଅ ଗୁରୁତର
ଢେଙ୍କାନାଳ : ରୋଷେଇ କରୁଥିବା ବେଳେ ଗ୍ୟାସ ଟାଙ୍କି ଫାଟି ଜଳିଗଲା ଘର। ମା' ଓ ଦୁଇ ଝିଅ ଗୁରୁତର ହୋଇଛନ୍ତି । ସମ୍ପର୍କୀୟଙ୍କ ସହାୟତାରେ ଢେଙ୍କାନାଳ ମୁଖ୍ୟ ହସ୍ପିଟାଲରେ ୩ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ସଦରବ୍ଲକ ବେଲଟିକିରି ପଞ୍ଚାୟତ ବନ୍ଧ ନୁଆଗାଁ…