Browsing Tag

gas cylinder hike

ପୁଣି ବଢିଲା ଘରୋଇ LPG ଗ୍ୟାସ୍ ସିଲିଣ୍ଡର ଦର, ଆଜିଠାରୁ ଲାଗୁ

ନୂଆଦିଲ୍ଲୀ: ଖାଉଟିଙ୍କ ଉପରେ ମହଙ୍ଗା ମାଡ଼। ପୁଣି ବଢିଲା ଘରୋଇ LPG ଗ୍ୟାସ ସିଲିଣ୍ଡର ଦର। ୧୪.୨ କେଜି ଗ୍ୟାସ ସିଲିଣ୍ଡର ୫୦ ଟଙ୍କା ବଢିଛି। ଆଜିଠାରୁ ଏହି ନୂଆ ଦର ଲାଗୁ ହୋଇଛି। ୫ ଲିଟର ସିଲିଣ୍ଡର ପିଛା ୧୮ଟଙ୍କା ବଢିଥିବାବେଳେ ୧୯ ଲିଟର କମର୍ସିଆଲ ସିଲିଣ୍ଡର ପିଛା ୮ଟଙ୍କା ୫୦ ପଇସା ବଢିଛି…

ରନ୍ଧନ ଗ୍ୟାସ୍ ସିଲିଣ୍ଡର ଦର ବୃଦ୍ଧି ପ୍ରତିବାଦରେ ଆଜିଠୁ ୩ ଦିନ ଧରି ବିଜେଡିର ଆନ୍ଦୋଳନ

ଭୁବନେଶ୍ବର(କେନ୍ଯୁଜ୍): ଆଜିଠୁ ରାଜରାସ୍ତାକୁ ଓହ୍ଲାଇବ ବିଜେଡି। ରନ୍ଧନ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିବ ଦଳ । ୩ ଦିନ ଧରି ସାରା ରାଜ୍ୟରେ ରାଜସ୍ୱ କମିସନରଙ୍କ କାର୍ଯ୍ୟାଳୟ ଘେରାଉ କରିବ ମହିଳା, ଛାତ୍ର ଓ ଯୁବ ବିଜେଡି। ଆଜି କଟକ, ୨୩ରେ ସମ୍ବଲପୁର ଓ ୨୪ରେ…