Browsing Tag

Gayatri Prajapati gets jail for life

ନାବାଳିକା ଗଣ ବଳାତ୍କାର ମାମଲା, ପୂର୍ବତନ ମନ୍ତ୍ରୀ ଗାୟତ୍ରୀ ପ୍ରସାଦ ପ୍ରଜାପତି ସହ ୩ ଜଣଙ୍କୁ ଆଜୀବନ କାରାଦଣ୍ଡ

ଲକ୍ଷ୍ନୌ : ଚିତ୍ରକୂଟ ନାବାଳିକା ଗଣ ବଳାତ୍କାର ମାମଲାରେ ପୂର୍ବତନ ମନ୍ତ୍ରୀ ଗାୟତ୍ରୀ ପ୍ରସାଦ ପ୍ରଜାପତିଙ୍କୁ ଆଜୀବନ କାରାଦଣ୍ଡ ମିଳିଛି । ଗାୟତ୍ରୀ ପ୍ରଜାପତିଙ୍କୁ ଗୁରୁବାର ଦୋଷୀ ସାବ୍ୟସ୍ତ କରାଯାଇଥିଲା । ପୂର୍ବତନ ମନ୍ତ୍ରୀ ଗାୟତ୍ରୀଙ୍କ ସହ ଅନ୍ୟ ୩ ଜଣଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ…