Below header
Browsing Tag

geeta meheta

ଗୀତା ମେହେଟାଙ୍କ ପରଲୋକ: ଶେଷ ଦର୍ଶନ ପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଗୀତା ମେହେଟାଙ୍କ ପରଲୋକ। ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ପରଲୋକ । ଗତକାଲି ରାତିରେ ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଗୀତାଙ୍କ ଶେଷ ଦର୍ଶନ…