ଆଉ ନିର୍ବାଚନ ଲଢ଼ିବିନି, ଯୁବ ପିଢ଼ିକୁ ବାଟ ଛାଡ଼ିବି: ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ
ସମ୍ବଲପୁର : ସମ୍ବଲପୁରରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ । ରୋଜଗାର ମେଳାରେ ଯୋଗ ଦେବା ପାଇଁ ପହଞ୍ଚିଛନ୍ତି ଜୁଏଲ ଓରାମ । ଏହି ଅବସରରେ ଜୁଏଲ କହିଥିଲେ ମୁଁ ଆଉ ନିର୍ବାଚନ ଲଢ଼ିବି ନାହିଁ । ଯୁବ ପିଢ଼ିକୁ ବାଟ ଛାଡ଼ିବି ।
ସୂଚନା ଅନୁସାରେ ନିଜ ରାଜନୈତିକ କ୍ୟାରିୟରରେ ଜୁଏଲ୍…