Browsing Tag

gets visa

ଦୂତୀଙ୍କୁ ମିଳିଲା ଭିସା, ସରକାରଙ୍କୁ ମାଗିଥିଲେ ସାହାଯ୍ୟ

ଦେଶର ଦ୍ରୁତତମ ମହିଳା ଧାବିକା ଦୂତୀ ଚାନ୍ଦଙ୍କୁ ୟୁରୋପ୍ ଗସ୍ତ ପାଇଁ ଶେଷରେ ଭିଜା ମିଳିଛି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ ଯୋଗ୍ୟତା ହାସଲ ପାଇଁ ସେ ୟୁରୋପ୍ ଗସ୍ତରେ ଯାଇ ଦୁଇଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଥିଲା। ଗୁରୁବାର ଦୂତୀ ଭିଜା ପାଇଁ ବୈଦେଶିକ ମନ୍ତ୍ରୀ…