ଗୁଣୁପୁର ଜିଆଇଇଟି ବିଶ୍ୱବିଦ୍ୟାଳୟ ସିଲ୍: କ୍ୟାମ୍ପସରେ ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଗୁଣୁପୁର: ଗୁଣୁପୁର ଜିଆଇଇଟି ବିଶ୍ୱବିଦ୍ୟାଳୟ ସିଲ୍। କ୍ୟାମ୍ପସରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଛି। ସ୍ଥାନୀୟ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।
ଆଜିଠୁ ୧୦ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା…