ପୁରୀରେ ଦୁଇଦିନିଆ ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶକ୍ତିମନ୍ତ୍ରୀ
ପୁରୀ : ପୁରୀରେ ଦୁଇଦିନିଆ ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ । ଅକ୍ଷୟ ଶକ୍ତି ଓ ଗ୍ରୀନ ଟେକନୋଲୋଜି ନେଇ ସମ୍ମିଳନୀରେ ହୋଇଛି ଆଲୋଚନା । ଓଡିଶା ଅକ୍ଷୟ ଶକ୍ତି ଓ ଗ୍ରୀନ୍ ଟେକ୍ନୋଲୋଜି କ୍ଷେତ୍ରରେ ବହୁତ ଅଗ୍ରଗତି କରିଥିବା କହିଛନ୍ତି କେନ୍ଦ୍ର ଶକ୍ତିମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ଅକ୍ଷୟ…