ଆତଙ୍କବାଦୀ ମାନଙ୍କୁ ଛଡ଼ାଯିବ ନାହିଁ, କଳ୍ପନାଠାରୁ ମଧ୍ୟ ବଡ଼ ଦଣ୍ଡ ପାଇବେ : ମୋଦି
ଦିଲ୍ଲୀ : ଭାରତ ଓ ପାକିସ୍ତାନ ଉତ୍ତେଜନା ଭିତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆତଙ୍କବାଦୀମାନେ କଳ୍ପନାଠାରୁ ମଧ୍ୟ ବଡ଼ ଦଣ୍ଡ ପାଇବେ। ମୋଦି ପ୍ରଥମେ ପହଲଗାମରେ ମୃତକଙ୍କୁ ହାତଯୋଡି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ତା’ପରେ ତାଙ୍କ ଭାଷଣ…