Browsing Tag

gogoi

ରାଷ୍ଟ୍ରପତିଙ୍କ ଦ୍ବାରା ନିଯୁକ୍ତି ପାଇଲେ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ,  ଅକ୍ଟୋବର ୩ରେ ନେବେ ଶପଥ

ଭୁବନେଶ୍ବର(କେନ୍ଯୁଜ୍) : ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ସୁପ୍ରିମକୋର୍ଟଙ୍କ ପରବର୍ତ୍ତୀ ପ୍ରଧାନ ବିଚାରପତି ନିଯୁକ୍ତ । ଜଷ୍ଟିସ୍‌ ଗୋଗୋଇଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅକ୍ଟୋବର ୩ରେ ସେ ଶପଥ ନେବେ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଥିବା ଜଷ୍ଟିସ ଦୀପକ…