ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍ ଜାଣନ୍ତୁ
ଗତକାଲି ଯାହା ଥିବା ଆଜି ବି ଠିକ୍ ସମାନ ରହିତ ସୁନା ଦର। କହିବାକୁ ଗଲେ ଅପରିବର୍ତ୍ତିତ ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୯୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୨୯୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା…