ରାତି ଅଧରେ ଘର ଛାତ ଦେଇ ପଶିଲେ, ଗନ୍ ପଏଣ୍ଟରେ ଲୁଟିନେଲେ
ଉଦଳା: ରାତି ଅଧରେ ଘର ଛାତ ଦେଇ ପଶିଲେ, ଗନ୍ ପଏଣ୍ଟରେ ଲୁଟିନେଲେ । ଏଭଳି ଘଟଣା ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ପଏଣ୍ଟ ବ୍ଲାଙ୍କରେ ବନ୍ଧୁକ ରଖି ଲୁଟିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଉଦଳା ଶରତ ଥାନା ଦେବାନବାହାଳୀ ଗ୍ରାମରେ । ଏହି ଗାଁର ଚନ୍ଦନ ନାୟକ ଏବଂ ତାଙ୍କ ଭାଇ…