ବଢୁଛି ସୁନା ଦର , ଜାଣନ୍ତୁ ଆଜି କେତେ କ୍ୟାରେଟ୍ ସୁନା ପାଇଁ କେତେ ରହିଛି ଦର
ଧୀରେ ଧୀରେ ବଢୁଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,…