ବିବାହ ସିଜିନରେ ବଢ଼ିଲା ସୁନା ଓ ରୂପା ଦର ? ଜାଣି ରଖନ୍ତୁ ଆଜି କେତେ ରହିଛି ଦାମ୍
ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୯୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦, ୬୫୦ ଟଙ୍କା ଛୁଇଁଛି ।…