କମିଲା ସୁନା ଦର , ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ସୁନା ରେଟ
ଆଜି ବି କମିଛି ସୁନା ଦର । କିଛି ଦିନ ହେବ ଲଗାତାର ହ୍ରାସ ପାଉଛି ସୁନା ଦର । ଯାହା ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଆଣିଛି ଖୁସି ଖବର । ସୁନା ଦର ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ସହ ଏଯାଏଁ ପ୍ରାୟ ୬୦୦ ଟଙ୍କା ଦାମ୍ କମିଛି । ସେଥିପାଇଁ ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଜମିଲାଣି । କାରଣ…