ଜାଣନ୍ତୁ ଆଜି ୧୦ ଗ୍ରାମ ପ୍ରତି କେତେ ଅଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବୃଦ୍ଧି ପାଇ ୪୬,୩୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୦ ଟଙ୍କା ବୃଦ୍ଧି ପାଇ ୪୭,୩୧୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦…