ସୁନା କିଣିବାକୁ ଇଚ୍ଛା କରିଛନ୍ତି କି? ଜାଣନ୍ତୁ ଆଜି କେତେ ରହିଛି ଦାମ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୦୬୦ ଟଙ୍କା ଓ ୪୯,୨୭୦…