ଆଜି ପରିବର୍ତ୍ତନ ହୋଇଛି ସୁନା ଦର, କିଣିବାକୁ ଯାଉଥିଲେ ନଜର ପକାନ୍ତୁ
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୬୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ…