ଆଜି ରାଜଧାନୀ ଭୁବନେଶ୍ୱରରେ ସାମାନ୍ୟ ବଢ଼ିଲା ସୁନା ଦର , ଜାଣନ୍ତୁ କେତେ ରହିଛି ଦାମ୍
ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୬୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ…