ବିବାହ ସିଜିନରେ କମିଲା ସୁନା ଦର; ଜାଣନ୍ତୁ ଆଜିର ରେଟ୍
ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣି ଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୦୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୬,୮୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨…