ଆଜି ପୁଣି ଭାରତୀୟ ବଜାରରେ ବଢ଼ିଛି ସୁନାଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍
ବାହାଘର ସିଜନ୍ ଆସିବା କାରଣରୁ ପୁଣିଥରେ ସୁନା ଏବଂ ରୁପା ଦାମ ବଢିବା ଏବଂ କମିବାରେ ଲାଗିଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆପଣ ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ମନ ବଳାଇଛନ୍ତି, ତେବେ ପୂର୍ବରୁ ଜାଣି ରଖନ୍ତୁ କେତେ ରହିଛି ଦାମ୍ । ଓଡ଼ିଶା…