ଆସିଲାଣି ପାର୍ବଣ ଋତୁ: ସୁନା କିଣିବାକୁ ଚାହୁଁଥିଲେ, ଯାଞ୍ଚ କରିନିଅନ୍ତୁ ଆଜିର ମୂଲ୍ୟ…
ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୯୦…