କମିଲା ସୁନା ଦର: ରୁପା ବି ହେଲା ଶସ୍ତା, ଜାଣନ୍ତୁ କେତେ ରହିଛି ଦାମ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୮୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୭୫୦ ଟଙ୍କା ଓ…