ସୁନା ଦରରେ ସାମାନ୍ୟ ପରିବର୍ତ୍ତନ, କିଛି କିଛି ସ୍ଥାନରେ କମିଛି ମୂଲ୍ୟ
ପ୍ରତ୍ୟେକ ଦିନ ସୁନା ରୂପା ମୂଲ୍ୟର ପରିବର୍ତ୍ତନ ହୋଇଥାଏ। ଆଜି ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଭୁବନେଶ୍ୱରରେ ୨୨ କ୍ୟାରେଟ୍ ୪୬, ୭୫୦ ଟଙ୍କା ରହିଛି ସେହିପରି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୫୧ ,୦୦୦ ଟଙ୍କା ରହିଛି। ଭାରତୀୟ…