Browsing Tag

gold chain snatched

ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁଇ ଦୁର୍ବୃତ୍ତ, ଜଣଙ୍କୁ କାବୁ କରି ଉତ୍ତମ ମଧ୍ୟମ ଦେଲେ ଲୋକେ

ଭଦ୍ରକ : ଜଣେ ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ ଟାଣି ନେଲେ ଦୁଇ ଦୁର୍ବୃତ୍ତ । ଘଟଣା ଘଟଛି ଭଦ୍ରକ ଟାଉନ ଥାନା ଅଧିନସ୍ଥ କଚେରୀ ବଜାର ଅଞ୍ଚଳରେ। ପରିବା ମାର୍କେଟ ନିକଟରେ ସାଧା ପୋଷକରେ ଯାଉଥିବା ବେଳେ ଲୁଟର ଶିକାର ହୋଇଛନ୍ତି ଥାନା ଅଧିକାରିଣୀ । ସୂଚନା ଅନୁସାରେ ମହିଳା…