Below header
Browsing Tag

gold price decreased

ଗ୍ରାହକଙ୍କ ପାଇଁ ଖୁସି ଖବର, ସାମାନ୍ୟ କମିଲା ସୁନା ଓ ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୧,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୬,୯୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୩୪୦ ଟଙ୍କା ଓ…

ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର

ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। କିଛି ଦିନ ହେବ ସୁନା ଦର ବଢ଼ି ଚାଲିଥିବା ବେଳେ ଆଜି ସାମାନ୍ୟ କମିଛି। ଏପରି ପରିସ୍ଥିତିରେ, ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କିମ୍ବା ଆପଣ ସୁନାରେ ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ…