ସୁନାପ୍ରେମୀଙ୍କ ପାଇଁ ଖୁସି ଖବର, ହ୍ରାସ ପାଇଲା ସୁନା ଦର
ଆଜି ସୁନା ମୂଲ୍ୟରେ କିଛିଟା ହ୍ରାସ ପାଇଥିବା ଲକ୍ଷ କରାଯାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫୭୪୦
ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୬୭୪୦ ଟଙ୍କା ହୋଇଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ…