ପୁଣି ବଢ଼ିଲା ସୁନା ଦାମ୍, ଜାଣନ୍ତୁ ଭୁବନେଶ୍ୱରରେ କେତେ ?
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୪୨୦ ଟଙ୍କା ରହିଛି । ସେହିପରି ୨୨…