ସୁନା କିଣିବାକୁ ଚାହୁଁଥିଲେ, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ଦାମ୍
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୮୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୫,୮୬୦ ଟଙ୍କା ଥିବା ଜଣାଯାଇଛି।…