ବଢ଼ିଲା ସୁନା ଦର ! କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ଦାମ୍
ଆଜି ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା…