ବଢ଼ିଲା ସୁନା ଦର ! କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ଦାମ୍
ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୮,୪୦୦ ଟଙ୍କା ଓ ୫୨,୮୦୦ ଟଙ୍କା ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୪୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି…