ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଆଜିର ସୁନା ମୂଲ୍ୟ
ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି କିଣି ଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୮୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୧୨୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨…