ତାଜା ଅପଡେଟ, ୧୦ ଗ୍ରାମ ସୁନା ମୂଲ୍ୟ ଆଜି କେତେ ଅଛି ଜାଣନ୍ତୁ
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ଏଇଠାରେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୬,୦୬୦ ଟଙ୍କା ଥିବା…