ଆଜି ସୁନା କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଆଜିର ମୂଲ୍ଯ
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୫,୭୫୦ ଟଙ୍କା ଥିବା ଜଣାଯାଇଛି।…