ସ୍ଥିର ଅଛି ସୁନା ଦର, କିଣିବା ପୂର୍ବରୁ ନଜର ପକାନ୍ତୁ କେତେ ଅଛ ରେଟ୍?
କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୦୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି…