ସୁନା ଦର ଅପରିବର୍ତ୍ତିତ, ନଜର ପକାନ୍ତୁ ଆଜି କେତେ ରହିଛି
କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ସୁନା ଦର ଅପରିବର୍ତ୍ତିତ ରହିଛି। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୫୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୬୪୦…