ସୁନାଦରରେ ଆସିଲା କିଛିଟା ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ଦର
ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ…